ଯିରିମୀୟ 17:11 - ପବିତ୍ର ବାଇବଲ11 ଏକା ତିତ୍ତିରି ପକ୍ଷୀ ଯିଏ ଅଣ୍ଡା ଉଷୁମାଏ କିନ୍ତୁ ଅଣ୍ଡାରୁ ଛୁଆ ଫୁଟାଏ ନାହିଁ। ଜଣେ ବ୍ୟକ୍ତି ଯିଏ ଅନ୍ୟାୟରେ ଧନ ସଂଗ୍ରହ କରେ ତାହାରି ତୁଲ୍ୟ ହେବ। ସେ ନିଜ ଜୀବନ କାଳ ଅଧାରେ ଏହିସବୁ ହରାଇବ ଓ ଆପଣା ଅନ୍ତିମ ଜୀବନ କାଳରେ ସେ ନିର୍ବୋଧ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ। Viz kapitolaଓଡିଆ ବାଇବେଲ11 ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ି ଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ। Viz kapitola |