ଯିରିମୀୟ 17:23 - ପବିତ୍ର ବାଇବଲ23 ମାତ୍ର ତୁମ୍ଭ ପୂର୍ବପୁରୁଷଗଣ ଆମ୍ଭ କଥାପ୍ରତି ଅବଧାନ କଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ। ସେମାନେ ଅତି ଅବାଧ୍ୟ। ତେଣୁ ସେମାନେ ଦଣ୍ଡିତ ହେଲେ। ସେମାନଙ୍କର କିଛି ମଙ୍ଗଳ ହେଲା ନାହିଁ।’” Viz kapitolaପବିତ୍ର ବାଇବଲ (Re-edited) - (BSI)23 ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ। Viz kapitolaଓଡିଆ ବାଇବେଲ23 ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ। Viz kapitola |