ଯିରିମୀୟ 17:4 - ପବିତ୍ର ବାଇବଲ4 ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଇଥିଲୁ ତୁମ୍ଭେ ସେଥିରୁ ଆପେ କ୍ଷାନ୍ତ ହେବ। ଆଉ ତୁମ୍ଭକୁ ଏକ ଅଜ୍ଞାତ ଦେଶରେ ତୁମ୍ଭ ଶତ୍ରୁଗଣର ସେବା କରାଇବା। କାରଣ ତୁମ୍ଭେ ଆମ୍ଭର କ୍ରୋଧରୂପକ ଅଗ୍ନି ପ୍ରଜ୍ୱଳିତ କରିଅଛ। ଆଉ ସେହି ଅଗ୍ନିରେ ତୁମ୍ଭେ ସଦାକାଳ ଭସ୍ମୀଭୂତ ହେବ। ସେହି ଲୋକମାନଙ୍କ ଉପରେ ଏପରି ଘଟିବ ଯେଉଁମାନେ ପରମେଶ୍ୱରଙ୍କ ଉପରେ ବିଶ୍ୱାସ କରି ନାହାନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷା; ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ଵଳିତ କରିଅଛ, ତାହା ସଦାକାଳ ଜ୍ଵଳିବ। Viz kapitolaଓଡିଆ ବାଇବେଲ4 ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ କରିଅଛ, ତାହା ସଦାକାଳ ଜ୍ୱଳିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ କରିଅଛ, ତାହା ସଦାକାଳ ଜ୍ୱଳିବ।” Viz kapitola |