ଯିରିମୀୟ 18:10 - ପବିତ୍ର ବାଇବଲ10 ପୁଣି ଯେତେବେଳେ ଦେଖିବୁ ଯେବେ ଆମ୍ଭର ଆଜ୍ଞା ପାଳନ ନ କରି ଦୁଷ୍କର୍ମ କରନ୍ତି, ତେବେ ଆମ୍ଭେ ସେମାନଙ୍କ ପାଇଁ ଯେଉଁ ମଙ୍ଗଳ କାମନା କରିଥିଲୁ ତହିଁରୁ ଆମ୍ଭେ କ୍ଷାନ୍ତ ହେବା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ସେ ଯେବେ ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷା; ହେବା। Viz kapitolaଓଡିଆ ବାଇବେଲ10 ସେତେବେଳେ ସେ ଯଦି ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ସେ ଯଦି ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା। Viz kapitola |