ଯିରିମୀୟ 18:16 - ପବିତ୍ର ବାଇବଲ16 ଯିହୁଦା ଏକ ଶୂନ୍ୟ ମରୁପ୍ରାନ୍ତରରେ ପରିଣତ ହେବ। ସେମାନେ ଗମନ କଲାବେଳେ ଶୀସ୍ ଶବ୍ଦ କରିଯାଆନ୍ତି। ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହୋଇ ଆପଣା ମସ୍ତକ ହରାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶଦ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ। Viz kapitolaଓଡିଆ ବାଇବେଲ16 ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ। Viz kapitola |