ଯିରିମୀୟ 19:13 - ପବିତ୍ର ବାଇବଲ13 ଯିରୁଶାଲମର ସମସ୍ତ ଗୃହ ଓ ସମସ୍ତ ରାଜପ୍ରାସାଦଗୁଡ଼ିକ ତୋଫତ୍ ତୁଲ୍ୟ “ଅଶୁଚି” ସ୍ଥାନ ହେବ। କାରଣ ସେମାନେ ଆକାଶମଣ୍ଡଳସ୍ଥ ଅତିଥି ଉଦ୍ଦେଶ୍ୟରେ ଧୂପ ଜଳାଇ ଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟନୈବେଦ୍ୟ ଉତ୍ସର୍ଗ କରିଅଛନ୍ତି।’” Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହିଁରେ ଅଶୁଚୀକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ତଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ। Viz kapitolaଓଡିଆ ବାଇବେଲ13 ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।’” Viz kapitola |