ଯିରିମୀୟ 19:6 - ପବିତ୍ର ବାଇବଲ6 ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଏହିସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏହି ନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି। Viz kapitolaଓଡିଆ ବାଇବେଲ6 ଏଥି ନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି। Viz kapitola |