ଯିରିମୀୟ 2:31 - ପବିତ୍ର ବାଇବଲ31 ହେ ବର୍ତ୍ତମାନ ସମୟର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟପ୍ରତି ଧ୍ୟାନ ଦିଅ। “ଆମ୍ଭେ କ’ଣ ଇସ୍ରାଏଲ ପ୍ରତି ପ୍ରାନ୍ତରସ୍ୱରୂପ କିଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଛନ୍ତି, ‘ଆମ୍ଭେମାନେ ବନ୍ଧନମୁକ୍ତ ହୋଇଅଛୁ, ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?’ Viz kapitolaପବିତ୍ର ବାଇବଲ (Re-edited) - (BSI)31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ଵରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ଵରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, ଆମ୍ଭେମାନେ ବନ୍ଧନଛିଣ୍ତା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ? Viz kapitolaଓଡିଆ ବାଇବେଲ31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, “ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, ‘ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?’ Viz kapitola |