ଯିରିମୀୟ 2:36 - ପବିତ୍ର ବାଇବଲ36 ତୁମ୍ଭେ କାହିଁକି ଆପଣା ମନ ପରିବର୍ତ୍ତନ କରିଗ୍ଭଲିଛ, ଏତେ ଅବହେଳିତ ଭାବରେ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେହିପରି ମିଶରର ବିଷୟରେ ଲଜ୍ଜିତା ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛଣ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ। Viz kapitolaଓଡିଆ ବାଇବେଲ36 ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ। Viz kapitola |