ଯିରିମୀୟ 20:6 - ପବିତ୍ର ବାଇବଲ6 ପୁଣି ହେ ପଶ୍ହୂର, ତୁମ୍ଭେ ଓ ତୁମ୍ଭ ଗୃହ ନିବାସୀ ସମସ୍ତେ ବନ୍ଦୀ ହୋଇ ବାବିଲକୁ ଯିବେ। ତୁମ୍ଭେ ସେହି ସ୍ଥାନରେ ମରିବ ଓ ସେଠାରେ କବର ପାଇବ। ତୁମ୍ଭର ଯେଉଁ ବନ୍ଧୁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲ, ସେହି ବନ୍ଧୁମାନେ ମଧ୍ୟ ସେହିଠାରେ ମରିବେ ଓ କବର ନେବେ।’” Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ହେ ପଶ୍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ଵ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ। Viz kapitolaଓଡିଆ ବାଇବେଲ6 ପୁଣି, ହେ ପଶ୍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ହେ ପଶ୍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।” Viz kapitola |