ଯିରିମୀୟ 22:14 - ପବିତ୍ର ବାଇବଲ14 “ଯିହୋୟାକୀମ୍ କହନ୍ତି, ‘ମୁଁ ନିଜ ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ୍ କୋଠରୀମାନ ନିର୍ମାଣ କରିବି।’ ତେଣୁ ସେ ବୃହତ୍ ଝରକା ଥିବା ଏକ ଗୃହ ନିର୍ମାଣ କଲେ ଓ ଏରସ କାଠରେ ଗୃହର ଭିତର ଛାତ କଲେ ଓ ସିନ୍ଦୁର ରଙ୍ଗରେ କାଠ ରଙ୍ଗ କଲେ। ମାତ୍ର ସେ ସନ୍ତାପର ପାତ୍ର ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯେ କହେ, ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ କୋଠରୀମାନ ନିର୍ମାଣ କରିବା ଓ ଯେ ଆପଣା ପାଇଁ ଝରକା କାଟେ, ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ ଓ ସିନ୍ଦୂର ବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର ! Viz kapitolaଓଡିଆ ବାଇବେଲ14 ଯେ କହେ, ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ କୋଠରିମାନ ନିର୍ମାଣ କରିବା ଓ ଯେ ଆପଣା ପାଇଁ ଝରକା କାଟେ, ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ ଓ ରକ୍ତବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେ କହେ, ‘ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ କୋଠରିମାନ ନିର୍ମାଣ କରିବା’ ଓ ଯେ ଆପଣା ପାଇଁ ଝରକା କାଟେ, ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ ଓ ରକ୍ତବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର! Viz kapitola |