ଯିରିମୀୟ 23:13 - ପବିତ୍ର ବାଇବଲ13 “ଶମରିୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ବିରକ୍ତିକର ବସ୍ତୁ ମୁଁ ଦେଖିଅଛି। ସେମାନେ ବାଲ୍ଦେବ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି ଇସ୍ରାଏଲ ଲୋକମାନଙ୍କୁ କୁପଥରେ ଚଲାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ। Viz kapitolaଓଡିଆ ବାଇବେଲ13 ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ। Viz kapitola |