ଯିରିମୀୟ 23:17 - ପବିତ୍ର ବାଇବଲ17 ସେମାନେ ଆମ୍ଭର ଅବଜ୍ଞାକାରୀଙ୍କୁ ଆମ୍ଭର ବାକ୍ୟ ନ କହି ଭିନ୍ନ କଥା କୁହନ୍ତି। ସେମାନେ ସେମାନଙ୍କୁ କୁହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ।’ ପୁଣି ଯେଉଁମାନେ ଅବାଧ୍ୟ ହୋଇ ନିଜର ହୃଦୟରେ ଆଚରଣ ଅନୁସାରେ କାର୍ଯ୍ୟ କରନ୍ତି, ସେମାନଙ୍କୁ କୁହାଯାଏ, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ହେବ ନାହିଁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ତୁମ୍ଭମାନଙ୍କର ଶାନ୍ତି ହେବ; ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ। Viz kapitolaଓଡିଆ ବାଇବେଲ17 ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’” Viz kapitola |