ଯିରିମୀୟ 23:20 - ପବିତ୍ର ବାଇବଲ20 ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିଛନ୍ତି, ସେ ପର୍ଯ୍ୟନ୍ତ ତାଙ୍କର କ୍ରୋଧ ଫେରିବ ନାହିଁ। ତୁମ୍ଭେମାନେ ଶେଷକାଳରେ ସମ୍ପୂର୍ଣ୍ଣ ରୂପେ ହୃଦୟଙ୍ଗମ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ। Viz kapitolaଓଡିଆ ବାଇବେଲ20 ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ। Viz kapitola |