ଯିରିମୀୟ 24:7 - ପବିତ୍ର ବାଇବଲ7 ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସେମାନଙ୍କୁ ଜଣାଇବା ପାଇଁ ମନ ଦେବା। ତାହାହେଲେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା କାରଣ ସେମାନେ ସର୍ବାନ୍ତଃକରଣରେ ଆମ୍ଭ ନିକଟକୁ ଫେରି ଆସିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ। Viz kapitolaଓଡିଆ ବାଇବେଲ7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ। Viz kapitola |