ଯିରିମୀୟ 25:22 - ପବିତ୍ର ବାଇବଲ22 ଆଉ ସୋରର ସମସ୍ତ ରାଜାଙ୍କୁ, ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି। Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୁଣି, ସୋରର ସମସ୍ତ ରାଜାଙ୍କୁ ଓ ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ଵୀପର ସମସ୍ତ ରାଜାଙ୍କୁ; Viz kapitolaଓଡିଆ ବାଇବେଲ22 ପୁଣି, ସୋରର ସମସ୍ତ ରାଜାଙ୍କୁ ଓ ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ସୋରର ସମସ୍ତ ରାଜାଙ୍କୁ ଓ ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ୱୀପର ସମସ୍ତ ରାଜାଙ୍କୁ; Viz kapitola |