ଯିରିମୀୟ 25:27 - ପବିତ୍ର ବାଇବଲ27 “ପୁଣି ଇସ୍ରାଏଲର ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ଯିରିମିୟ, ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ଖଡ଼୍ଗ ପଠାଇବା, ତେଣୁ ତୁମ୍ଭେମାନେ ପତିତ ହୋଇ ଆଉ ଉଠ ନାହିଁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆଉ, ତୁମ୍ଭେ ସେମାନଙ୍କୁ କହିବ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ଼୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ। Viz kapitolaଓଡିଆ ବାଇବେଲ27 ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ, ତୁମ୍ଭେ ସେମାନଙ୍କୁ କହିବ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଯେଉଁ ଖଡ୍ଗ ପଠାଇବା, ତହିଁ ହେତୁ ପତିତ ହୋଇ ଆଉ ଉଠ ନାହିଁ।’ Viz kapitola |