ଯିରିମୀୟ 25:33 - ପବିତ୍ର ବାଇବଲ33 ପୁଣି ସେ ସମୟରେ ସଦାପ୍ରଭୁଙ୍କ ଦ୍ୱାରା ନିହତ ଲୋକମାନଙ୍କର ଶବ ପୃଥିବୀର ଆରମ୍ଭରୁ ଶେଷ ସୀମା ପର୍ଯ୍ୟନ୍ତ ଦେଖାଯିବ। ସେମାନଙ୍କ ପାଇଁ ବିଳାପ କରିବାକୁ କେହି ନ ଥିବେ ଓ କବର ଦେବା ପାଇଁ ମଧ୍ୟ କେହି ନ ଥିବେ। ସେମାନେ ଭୂଇଁର ଗୋବର ଖତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ; ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ,ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ନୋହିବେ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ। Viz kapitolaଓଡିଆ ବାଇବେଲ33 ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ହେବେ ନାହିଁ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ହେବେ ନାହିଁ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ। Viz kapitola |