ଯିରିମୀୟ 25:6 - ପବିତ୍ର ବାଇବଲ6 ଆଉ ଅନ୍ୟ ଦେବଗଣର ପଶ୍ଚାତ୍ଧାବନ କର ନାହିଁ କିଅବା ସେମାନଙ୍କୁ ସେବା ଓ ପ୍ରଣାମ କର ନାହିଁ। ପୁଣି ଆପଣା ହସ୍ତକୃତ ପ୍ରତିମାଗଣକୁ ପୂଜା କରି ଆମ୍ଭକୁ ବିରକ୍ତ କର ନାହିଁ। ତାହାହେଲେ ଆମ୍ଭେ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବା ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ଵାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ। Viz kapitolaଓଡିଆ ବାଇବେଲ6 ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ଅନ୍ୟ ଦେବଗଣର ସେବା ଓ ସେମାନଙ୍କୁ ପ୍ରଣାମ କରିବା ନିମନ୍ତେ ସେମାନଙ୍କ ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ମୋତେ ବିରକ୍ତ କର ନାହିଁ ଓ ତହିଁରେ ମୁଁ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବି ନାହିଁ।’ Viz kapitola |