ଯିରିମୀୟ 25:7 - ପବିତ୍ର ବାଇବଲ7 “ତୁମ୍ଭେମାନେ ଆମ୍ଭ କଥାପ୍ରତି ଧ୍ୟାନ ଦେଲ ନାହିଁ।” ତଥାପି ସଦାପ୍ରଭୁ କହନ୍ତି, “ନିଜ ହସ୍ତକୃତ କର୍ମଦ୍ୱାରା ଆମ୍ଭକୁ ବିରକ୍ତ କରିଅଛ। ତେଣୁ ତୁମ୍ଭମାନଙ୍କର ଅମଙ୍ଗଳ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ଵାରା ଆମ୍ଭଙ୍କୁ ବିରକ୍ତ କରିଅଛ। Viz kapitolaଓଡିଆ ବାଇବେଲ7 ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କରିଅଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ କଥାରେ ଅବଧାନ କରି ନାହଁ ଓ ଆପଣାମାନଙ୍କ ଅମଙ୍ଗଳ ନିମନ୍ତେ ନିଜ ହସ୍ତକୃତ କର୍ମ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କରିଅଛ। Viz kapitola |