ଯିରିମୀୟ 25:9 - ପବିତ୍ର ବାଇବଲ9 ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶଦ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା। Viz kapitolaଓଡିଆ ବାଇବେଲ9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା। Viz kapitola |