ଯିରିମୀୟ 26:19 - ପବିତ୍ର ବାଇବଲ19 “ଯିହୁଦାର ରାଜା ହିଜକିୟ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିୟ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭେମାନେ ଯିରିମିୟଙ୍କ ପ୍ରତି କିଛି କରୁ, ତେବେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳରେ ଅମଙ୍ଗଳ କରୁଅଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ-ସମସ୍ତେ କʼଣ ତାହାକୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷା; ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ। Viz kapitolaଓଡିଆ ବାଇବେଲ19 ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।” Viz kapitola |