ଯିରିମୀୟ 26:9 - ପବିତ୍ର ବାଇବଲ9 ସେମାନେ ପୁଣି କହିଲେ, “ତୁମ୍ଭେ କିପରି ସଦାପ୍ରଭୁଙ୍କ ନାମରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରୁଛ ଯେ, ସଦାପ୍ରଭୁଙ୍କ ଗୃହ ଶୀଲୋ ସମାନ ହେବ ଓ ଯିରୁଶାଲମ ନଗର ଧ୍ୱଂସ ଓ ନିବାସହୀନ ହେବ।” ସଦାପ୍ରଭୁଙ୍କ ମନ୍ଦିରରେ ସମସ୍ତ ଲୋକ ଯିରିମିୟଙ୍କ ଗ୍ଭରିପଟେ ରୁଣ୍ଡ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ? ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ରୁଣ୍ତ ହେଲେ। Viz kapitolaଓଡିଆ ବାଇବେଲ9 ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ ?” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ‘ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ?’” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ। Viz kapitola |