ଯିରିମୀୟ 27:11 - ପବିତ୍ର ବାଇବଲ11 “‘କିନ୍ତୁ ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ନିଜ ନିଜର ବେକ ଦେବେ ଓ ତାହାର ଦାସ୍ୟ କର୍ମ କରିବେ,’ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା ଓ ସେମାନେ ସେଠାରେ କୃଷି କାର୍ଯ୍ୟ କରି ବାସ କରିବେ।’” Viz kapitolaପବିତ୍ର ବାଇବଲ (Re-edited) - (BSI)11 ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ-ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ଵଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ। Viz kapitolaଓଡିଆ ବାଇବେଲ11 ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’” Viz kapitola |