ଯିରିମୀୟ 27:15 - ପବିତ୍ର ବାଇବଲ15 ପୁଣି ସଦାପ୍ରଭୁ କହନ୍ତି, ‘ମୁଁ ସେହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବି ନାହିଁ। ସେମାନେ ମିଥ୍ୟା ପ୍ରଗ୍ଭର କରନ୍ତି ଓ ମୋ’ ନାମରେ ତାହା ପ୍ରଗ୍ଭର କରନ୍ତି। ତେଣୁ ମୁଁ ତୁମ୍ଭମାନଙ୍କୁ ତଡ଼ି ଦେବି ଓ ତୁମ୍ଭେମାନେ ବିନଷ୍ଟ ହେବ, ତୁମ୍ଭେମାନେ ଓ ସେହି ପ୍ରଗ୍ଭରକ ଭବିଷ୍ୟଦ୍ବକ୍ତାଗଣ ବିନଷ୍ଟ ହେବ।’” Viz kapitolaପବିତ୍ର ବାଇବଲ (Re-edited) - (BSI)15 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରନ୍ତି। Viz kapitolaଓଡିଆ ବାଇବେଲ15 କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ,ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।’” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।” Viz kapitola |