ଯିରିମୀୟ 27:16 - ପବିତ୍ର ବାଇବଲ16 ତା'ପରେ ମୁଁ, ଯିରିମିୟ ଓ ସମସ୍ତ ଯାଜକମାନଙ୍କୁ ଏହା କହିଲି, “ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣ ଓ ଯାଜକଗଣ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି କହନ୍ତି ଯେ, ‘ସଦାପ୍ରଭୁଙ୍କ ମନ୍ଦିରର ସମସ୍ତ ବାସନକୁସନ ଶୀଘ୍ର ବାବିଲରୁ ଅଣାଯିବ। କିନ୍ତୁ ତୁମ୍ଭେମାନେ ସେମାନଙ୍କ କଥାରେ ଧ୍ୟାନ ଦିଅ ନାହିଁ, କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହନ୍ତି, ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ, ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। Viz kapitolaଓଡିଆ ବାଇବେଲ16 ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। Viz kapitola |