ଯିରିମୀୟ 27:5 - ପବିତ୍ର ବାଇବଲ5 ଆମ୍ଭେ ଆମ୍ଭର ମହାପରାକ୍ରମ ଓ ବିଶାଳ ଶକ୍ତିଶାଳୀ ବାହୁ ଦ୍ୱାରା ଏହି ପୃଥିବୀ ଓ ପୃଥିବୀ ନିବାସୀ ସକଳ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ। ଆଉ ଆମ୍ଭେ ଆପଣା ସ୍ୱଇଚ୍ଛାରେ ଯାହାକୁ ଉଚିତ୍ ମନେ କରିବୁ, ଏହା ଦେଇ ପାରିବୁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ। Viz kapitolaଓଡିଆ ବାଇବେଲ5 ‘ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ। Viz kapitola |