ଯିରିମୀୟ 27:6 - ପବିତ୍ର ବାଇବଲ6 ବର୍ତ୍ତମାନ ଆମ୍ଭେ ଏହିସବୁ ଦେଶ ମୋର ଦାସ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଦେଇଅଛୁ। ଆମ୍ଭେ କ୍ଷେତ୍ରସ୍ଥ ସମସ୍ତ ପଶୁମାନଙ୍କୁ ତାହାର ସେବା କରିବାକୁ ଦେଇଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ। Viz kapitolaଓଡିଆ ବାଇବେଲ6 ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ। Viz kapitola |