ଯିରିମୀୟ 28:1 - ପବିତ୍ର ବାଇବଲ1 ଅନନ୍ତର ଯିହୁଦାର ରାଜା ସିଦିକିୟର ରାଜତ୍ୱର ଚତୁର୍ଥବର୍ଷର ପଞ୍ଚମ ମାସରେ ଗିବିୟୋନ ନିବାସୀ ଅସୂରର ପୁତ୍ର ହନାନିୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ସମସ୍ତ ଲୋକଙ୍କର ସାକ୍ଷାତରେ ମୋତେ ଏହି କଥା କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସେହି ବର୍ଷ, ଅର୍ଥାତ୍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକ-ସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା, Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍, ଯିହୁଦାର ରାଜା ସିଦିକୀୟର ରାଜତ୍ୱର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍ ନିବାସୀ ଅସ୍ସୁରର ପୁତ୍ର ହନାନୀୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା, Viz kapitola |