ଯିରିମୀୟ 28:11 - ପବିତ୍ର ବାଇବଲ11 ଆଉ ହନାନିୟ ସବୁ ଲୋକଙ୍କ ସାକ୍ଷାତରେ ବଡ଼ ପାଟିରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇ ବର୍ଷ ହେବା ପୂର୍ବରୁ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।’” ଏଥିରେ ଯିରିମିୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଗ୍ଭଲିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହି ରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା। ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ। Viz kapitolaଓଡିଆ ବାଇବେଲ11 ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଏହି ରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।’” ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।” ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ। Viz kapitola |