ଯିରିମୀୟ 28:13 - ପବିତ୍ର ବାଇବଲ13 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯାଇ ହନାନିୟକୁ କୁହ, ‘ତୁମ୍ଭେ ସିନା କାଠର ଯୁଆଳି ଭାଙ୍ଗି ଦେଲ, ମାତ୍ର ଆମ୍ଭେ ତାହା ବଦଳରେ ଲୁହାର ଯୁଆଳି ପ୍ରସ୍ତୁତ କରିବା।’ Viz kapitolaପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେ ଯାଇ ହନାନୀୟକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ। Viz kapitolaଓଡିଆ ବାଇବେଲ13 ତୁମ୍ଭେ ଯାଇ ହନାନୀୟକୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 “ତୁମ୍ଭେ ଯାଇ ହନାନୀୟକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ। Viz kapitola |