ଯିରିମୀୟ 28:15 - ପବିତ୍ର ବାଇବଲ15 ତହିଁରେ ଯିରିମିୟ ଭବିଷ୍ୟଦ୍ବକ୍ତା ହନାନିୟ ଭବିଷ୍ୟଦ୍ବକ୍ତାକୁ କହିଲେ, “ହେ ହନାନିୟ, ଏବେ ଶୁଣ! ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି। ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଇ ଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାକୁ କହିଲେ, ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ଵାସ କରାଉଅଛ। Viz kapitolaଓଡିଆ ବାଇବେଲ15 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ। Viz kapitola |