ଯିରିମୀୟ 28:16 - ପବିତ୍ର ବାଇବଲ16 ତେଣୁ ସଦାପ୍ରଭୁ ଏହିକଥା କହନ୍ତି, ‘ହେ ହନାନିୟ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିବା। ତୁମ୍ଭେ ଏହି ବର୍ଷ ମରିବ। କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ।’” Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ। Viz kapitolaଓଡିଆ ବାଇବେଲ16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’” Viz kapitola |