ଯିରିମୀୟ 28:9 - ପବିତ୍ର ବାଇବଲ9 ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରେ ସେହି ଭବିଷ୍ୟଦ୍ବକ୍ତାର ବାକ୍ୟ ସଫଳ ହେଲା ପରେ ସିନା ସଦାପ୍ରଭୁ ତାହାକୁ ପ୍ରକୃତରେ ପଠାଇ ଅଛନ୍ତି ବୋଲି ଜଣାପଡ଼େ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍ବକ୍ତାର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇ ଅଛନ୍ତି ବୋଲି ଜଣା ପଡ଼େ। Viz kapitolaଓଡିଆ ବାଇବେଲ9 ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍ବକ୍ତାଙ୍କର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇ ଅଛନ୍ତି ବୋଲି ଜଣା ପଡ଼େ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍ବକ୍ତାଙ୍କର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇଅଛନ୍ତି ବୋଲି ଜଣା ପଡ଼େ।” Viz kapitola |