ଯିରିମୀୟ 29:10 - ପବିତ୍ର ବାଇବଲ10 ତା'ପରେ ସଦାପ୍ରଭୁ କହନ୍ତି, “ମାତ୍ର ବାବିଲରେ ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ପରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା। ତୁମ୍ଭମାନଙ୍କୁ ପୁନର୍ବାର ଯିରୁଶାଲମକୁ ଫେରାଇ ଆଣି ଆମ୍ଭେ ଆପଣା ମଙ୍ଗଳ ବାକ୍ୟ ପୂରଣ କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ଵାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା। Viz kapitolaଓଡିଆ ବାଇବେଲ10 ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା। Viz kapitola |