ଯିରିମୀୟ 29:11 - ପବିତ୍ର ବାଇବଲ11 ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପାଇଁ ଆମ୍ଭେ ଯେଉଁ ସଙ୍କଳ୍ପ କରିଅଛୁ ତାହା ମଙ୍ଗଳକର ଅଟେ। ମୁଁ ତୁମ୍ଭମାନଙ୍କର ଭବିଷ୍ୟତ ପୁନଃସ୍ଥାପନ ପାଇଁ ଯୋଜନା କରୁଛି ଏବଂ ତୁମ୍ଭମାନଙ୍କୁ ପୁଣି ନୂଆ ଆଶା ଦେବି। Viz kapitolaପବିତ୍ର ବାଇବଲ (Re-edited) - (BSI)11 କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେ ସକଳ ସଙ୍ଗଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଙ୍କଳ୍ପ ଅଟେ। Viz kapitolaଓଡିଆ ବାଇବେଲ11 କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେ ସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ। Viz kapitola |