ଯିରିମୀୟ 29:25 - ପବିତ୍ର ବାଇବଲ25 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହେ ଶମୟିୟ, ତୁମ୍ଭେ ଇସ୍ରାଏଲର ସମସ୍ତ ଲୋକଙ୍କୁ ମାସେୟର ପୁତ୍ର ସିଫନିୟ ଯାଜକକୁ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା, Viz kapitolaଓଡିଆ ବାଇବେଲ25 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା, Viz kapitola |