ଯିରିମୀୟ 29:26 - ପବିତ୍ର ବାଇବଲ26 ତୁମ୍ଭେ ଏହି ପତ୍ରରେ ଉଲ୍ଲେଖ କଲ ଯେ, ସଦାପ୍ରଭୁ ତୁମ୍ଭକୁ ମନ୍ଦିରର ରକ୍ଷା କରିଥିଲେ, ‘ଯିହୋୟାଦା ଯାଜକ ବଦଳରେ ତୁମ୍ଭକୁ ସଦାପ୍ରଭୁ ଯାଜକ କରିଛନ୍ତି। ଯଦି କେହି ବାତୁଳ ହୋଇ ନିଜକୁ ଭବିଷ୍ୟଦ୍ବକ୍ତା ବୋଲି କହେ, ତେବେ ତୁମ୍ଭେ ତାକୁ ବଡ଼ ହରିକାଠରେ ଏକ ବେଡ଼ିରେ ବାନ୍ଧି ରଖିବ। Viz kapitolaପବିତ୍ର ବାଇବଲ (Re-edited) - (BSI)26 କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ଵରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି। Viz kapitolaଓଡିଆ ବାଇବେଲ26 କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ‘କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି। Viz kapitola |