ଯିରିମୀୟ 29:32 - ପବିତ୍ର ବାଇବଲ32 ତେଣୁ ସଦାପ୍ରଭୁ କହନ୍ତି, “ଆମ୍ଭେ ନିହିଲାମୀୟ ଶମୟିୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା। ଏହି ଲୋକମାନଙ୍କ ମଧ୍ୟରେ ବାସ କରିବାକୁ ତାହାର କେହି ରହିବେ ନାହିଁ। ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ପାଇଁ ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ।’” ଏହା ସଦାପ୍ରଭୁ କହନ୍ତି, “‘ଆମ୍ଭେ ଶମୟିୟକୁ ଦଣ୍ଡ ଦେବା, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।’” Viz kapitolaପବିତ୍ର ବାଇବଲ (Re-edited) - (BSI)32 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ତ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା , ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି। Viz kapitolaଓଡିଆ ବାଇବେଲ32 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ,’ ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।’” Viz kapitola |