ଯିରିମୀୟ 3:19 - ପବିତ୍ର ବାଇବଲ19 ଆମ୍ଭେ ସଦାପ୍ରଭୁ କହୁଅଛୁ, “ଆମ୍ଭେ ତୁମ୍ଭମାନଙ୍କୁ ନିଜ ସନ୍ତାନ ପରି ବ୍ୟବହାର କରିବା, ନାନା ଦେଶୀୟମାନଙ୍କର ପରମ ରତ୍ନସ୍ୱରୂପ ଏକ ମନୋରମ ଦେଶ ତୁମ୍ଭମାନଙ୍କୁ ଦାନ କରିବା। ପୁଣି ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ‘ପିତା’ ବୋଲି ଡାକିବ ଓ ଆମ୍ଭକୁ ସର୍ବଦା ଅନୁସରଣ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରନି ସ୍ଵରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ନୋହିବ। Viz kapitolaଓଡିଆ ବାଇବେଲ19 ମାତ୍ର ଆମ୍ଭେ କହିଲୁ, “ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା ?” ପୁଣି, ଆମ୍ଭେ କହିଲୁ, “ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ହେବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ହେବ ନାହିଁ। Viz kapitola |