ଯିରିମୀୟ 3:3 - ପବିତ୍ର ବାଇବଲ3 ତୁମ୍ଭର ପାପକର୍ମ ଯୋଗୁଁ ବୃଷ୍ଟି ନିବୃତ୍ତ ହୋଇଅଛି। ବସନ୍ତକାଳୀନ ବର୍ଷା ଆସି ନାହିଁ। କିନ୍ତୁ ତୁମ୍ଭେ ଜଣେ ବେଶ୍ୟାର ଭଂଗୀ ଓ ଲଜ୍ଜାହୀନ ଗ୍ଭହାଣି ବଜାୟ ରଖିଛ ଓ ଲଜ୍ଜିତ ହେବାକୁ ଅସ୍ୱୀକାର କରୁଛ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ-ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ। Viz kapitolaଓଡିଆ ବାଇବେଲ3 ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ। Viz kapitola |