Online Bible

- Reklamy -




ଯିରିମୀୟ 30:21 - ପବିତ୍ର ବାଇବଲ

21 ପୁଣି ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ। ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ସୃଷ୍ଟି ହେବେ। ଆଉ ଆମ୍ଭେ ତାହାକୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ।” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭ ନିକଟକୁ ଯେ ଆସିବା ପାଇଁ ସାହସ କରିଅଛନ୍ତି, ସେ କିଏ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?

Viz kapitola kopírovat

ଓଡିଆ ବାଇବେଲ

21 ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ,’ କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?

Viz kapitola kopírovat




ଯିରିମୀୟ 30:21

Následuj nás:

Reklamy


Reklamy