ଯିରିମୀୟ 30:7 - ପବିତ୍ର ବାଇବଲ7 “ଆହା, ସେଦିନ ଅତି ମହାନ। ତାହା ସମାନ ଆଉ ଦିନ ନାହିଁ। ତାହା ଯାକୁବର ସଙ୍କଟକାଳ, ମାତ୍ର ସେ ତହିଁରୁ ଉଦ୍ଧାର ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ହାୟ ହାୟ ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ। Viz kapitolaଓଡିଆ ବାଇବେଲ7 ହାୟ ହାୟ ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହାୟ ହାୟ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ। Viz kapitola |