ଯିରିମୀୟ 31:1 - ପବିତ୍ର ବାଇବଲ1 ଅନନ୍ତର ସଦାପ୍ରଭୁ କହନ୍ତି, “ସେ ସମୟରେ ଆମ୍ଭେ ଇସ୍ରାଏଲର ସମସ୍ତ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ କହନ୍ତି, ସେ ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ଵର ହେବା ଓ ସେମାନେ ଆମ୍ଭର ଲୋକ ହେବେ। Viz kapitolaଓଡିଆ ବାଇବେଲ1 ସଦାପ୍ରଭୁ କହନ୍ତି, “ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ସଦାପ୍ରଭୁ କହନ୍ତି, ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।” Viz kapitola |