ଯିରିମୀୟ 31:23 - ପବିତ୍ର ବାଇବଲ23 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହନ୍ତି, “ଆମ୍ଭେ ପୁନର୍ବାର ଯିହୁଦାର ଲୋକମାନଙ୍କର ମଙ୍ଗଳ କରିବା। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱରୁ ମୁକ୍ତ କରିବା। ଯିହୁଦା ଦେଶରେ ଓ ତାହାର ନଗର ସକଳରେ ସେମାନେ ପୁନର୍ବାର ଏହା ବ୍ୟବହାର କରିବେ। ‘ହେ ଧାର୍ମିକମାନଙ୍କର ବାସସ୍ଥାନ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)23 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି: ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, “ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।” Viz kapitolaଓଡିଆ ବାଇବେଲ23 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’ Viz kapitola |