ଯିରିମୀୟ 31:29 - ପବିତ୍ର ବାଇବଲ29 “ଲୋକେ ଆଉ ଏପରି କଥା କେବେ କହିବେ ନାହିଁ ଯେ: ‘ପିତୃଗଣ ଅମ୍ଳ ଦ୍ରାକ୍ଷା ଫଳ ଖାଇଲେ, ସନ୍ତାନଗଣର ଦାନ୍ତ ଖଟା ହେବ।’ Viz kapitolaପବିତ୍ର ବାଇବଲ (Re-edited) - (BSI)29 ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦା; ଖଟା ହୋଇଅଛି, ଏପରି କଥା ସେସମୟରେ ଆଉ କୁହା ଯିବ ନାହିଁ। Viz kapitolaଓଡିଆ ବାଇବେଲ29 ‘ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦାନ୍ତ ଖଟା ହୋଇଅଛି,’ ଏପରି କଥା ସେସମୟରେ ଆଉ କୁହା ଯିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ‘ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦାନ୍ତ ଖଟା ହୋଇଅଛି,’ ଏପରି କଥା ସେସମୟରେ ଆଉ କୁହାଯିବ ନାହିଁ। Viz kapitola |