ଯିରିମୀୟ 31:4 - ପବିତ୍ର ବାଇବଲ4 “ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା। ତୁମ୍ଭେ ପୁନର୍ବାର ଏକ ଦେଶ ହେବ। ତୁମ୍ଭେ ପୁଣି ଆପଣା ତବଲାରେ ବିଭୂଷିତା ହୋଇ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ। Viz kapitolaଓଡିଆ ବାଇବେଲ4 ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା ଓ ତୁମ୍ଭେ ଗଢ଼ାଯିବ; ତୁମ୍ଭେ ପୁନର୍ବାର ଆପଣା ତବଲରେ ବିଭୂଷିତା ହେବ ଓ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ। Viz kapitola |