Online Bible

- Reklamy -




ଯିରିମୀୟ 31:40 - ପବିତ୍ର ବାଇବଲ

40 ପୁଣି ଶବ ଭସ୍ମରେ ପୂର୍ଣ୍ଣ ହୋଇଥିବା ଉପତ୍ୟକା, କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସମସ୍ତ କ୍ଷେତ୍ର ଓ ପୂର୍ବ ଦିଗସ୍ଥ ଅଶ୍ୱ ଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। ଆଉ ସେହି ଯିରୁଶାଲମ ନଗର କେବେ ଉତ୍ପାଟିତ ବା ନିପାତିତ ହେବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବଦିଗସ୍ଥ ଅଶ୍ଵଦ୍ଵାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦା କାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ନୋହିବ।

Viz kapitola kopírovat

ଓଡିଆ ବାଇବେଲ

40 ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବ ଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।”

Viz kapitola kopírovat




ଯିରିମୀୟ 31:40

Následuj nás:

Reklamy


Reklamy