ଯିରିମୀୟ 31:9 - ପବିତ୍ର ବାଇବଲ9 ସେମାନେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସେମାନଙ୍କୁ ଆଗେଇ ନେବା। ଆମ୍ଭେ ସେମାନଙ୍କୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦେଇ ସଳଖ ପଥରେ ଗମନ କରାଇବା। ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ଵାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ। Viz kapitolaଓଡିଆ ବାଇବେଲ9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ। Viz kapitola |