ଯିରିମୀୟ 32:25 - ପବିତ୍ର ବାଇବଲ25 “ପୁଣି ହେ ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ନିଜେ ମୋତେ କହିଲ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ।’ ମାତ୍ର ଯେତେବେଳେ ଏହି ଭୂମି କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି, ମୁଁ କାହିଁକି ମୋର ଅର୍ଥ ନଷ୍ଟ କରିବି?” Viz kapitolaପବିତ୍ର ବାଇବଲ (Re-edited) - (BSI)25 ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି। Viz kapitolaଓଡିଆ ବାଇବେଲ25 ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ;’ ମାତ୍ର ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।’” Viz kapitola |